ରାମୋଜୀ ଗ୍ରୁପର ପ୍ରତିଷ୍ଠାତା ରାମୋଜୀ ରାଓଙ୍କ ଦେହାନ୍ତ
ରାମୋଜୀ ଗ୍ରୁପର ପ୍ରତିଷ୍ଠାତା ରାମୋଜୀ ରାଓଙ୍କ ଦେହାନ୍ତ ହୋଇଛି। ତାଙ୍କ ସ୍ୱାସ୍ଥ୍ୟ ଅବସ୍ଥା ବିଗିଡିବା ପରେ ତାଙ୍କୁ ଜୁନ୍ ୫ ରେ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ସେବେଠାରୁ ସେଠାରେ ତାଙ୍କର ଚିକିତ୍ସା ଚାଲିଥିଲା। ଆଜି ଭୋରୁ ୪:୫୦ ରେ ସେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି।…