ବଡ଼ଦାଣ୍ଡରେ ରାଷ୍ଟ୍ରପତି, ମହାପ୍ରଭୁଙ୍କୁ କଲେ ଦର୍ଶନ
ଶ୍ରୀଗୁଣ୍ଡିଚା ଯାତ୍ରା ଅବସରରେ ପୁରୀ ଗସ୍ତ କରିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ସେ ବଡ଼ଦାଣ୍ଡରେ ପହଞ୍ଚି ରଥାରୁଢ଼ ଠାକୁରଙ୍କୁ ଦର୍ଶନ କରିଛନ୍ତି। ତାଙ୍କ ସହ ରାଜ୍ୟପାଳ ରଘୁବର ଦାସ ଓ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମଧ୍ୟ ପୁରୀରେ ପହଞ୍ଚିଛନ୍ତି।
ରାଷ୍ଟ୍ରପତି ଦ୍ରୌପଦୀ…