ସରିଲା ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ସହ ବସ୍ ମାଲିକ ସଂଘର ବୈଠକ : ସଂଘ କହିଲା ସକରାତ୍ମକ ଆଲୋଚନା ହୋଇଛି
ସରିଲା ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ସହ ବସ୍ ମାଲିକ ସଂଘର ବୈଠକ । ସଂଘ କହିଲା ସକରାତ୍ମକ ଆଲୋଚନା ହୋଇଛି । ସରକାର ଲିଖିତ ପ୍ରତିଶ୍ରୁତି ଦେବା ପରେ ଧର୍ମଘଟ ସମ୍ପର୍କରେ ନିଷ୍ପତ୍ତି ନିଆଯିବ । ସରକାରଙ୍କ 'ଲକ୍ଷ୍ମୀ' ଯୋଜନାକୁ ବିରୋଧ କରି ଆସନ୍ତାକାଲି ଧର୍ମଘଟ ଡାକରା ଦେଇଛି ଘରୋଇ ବସ…