ସୋଆ କ୍ୟାମ୍ପସ୍ରେ ମେଗା ବୃକ୍ଷ ରୋପଣ କାର୍ଯ୍ୟକ୍ରମ “ମେରୀ ଲାଇଫ୍” ଆୟୋଜିତ
ଭୁବନେଶ୍ୱର, ଓଡ଼ିଶା ଫାଷ୍ଟ(ବ୍ୟୁରୋ): ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପକ୍ଷରୁ ବିଶ୍ୱବିଦ୍ୟାଳୟର କ୍ୟାମ୍ପସ୍ ୪ ଓ କ୍ୟାମ୍ପସ ୫ ରେ ମେଗା ବୃକ୍ଷ ରୋପଣ କାର୍ଯ୍ୟକ୍ରମ “ମେରି ଲାଇଫ୍” ଆୟୋଜିତ ହୋଇଯାଇଛି । ଅଲ୍ ଇଣ୍ଡିଆ କାଉନ୍ସିଲ୍ ଅଫ୍ ଟେକ୍ନିକାଲ୍ ଏଜୁକେସନ୍ (ଏଆଇସିଟିଇ)ର ନିର୍ଦ୍ଦେଶ…