ଆଜିଠୁ ଜାତୀୟ ତୋଷାଳି ମେଳା: ମୁଖ୍ୟମନ୍ତ୍ରୀ କରିବେ ଉଦ୍ଘାଟନ
ଭୁବନେଶ୍ୱର : ରାଜ୍ୟ ସରକାରଙ୍କ ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ବିଭାଗ ଦ୍ୱାରା ଚଳିତବର୍ଷ ଷୋଡ଼ଶ ତୋଷାଳି ଜାତୀୟ ହସ୍ତତନ୍ତ ମେଳା ସୋମବାର ଠାରୁ ଏପ୍ରିଲ ୧୦ ତାରିଖ ପର୍ଯ୍ୟନ୍ତ ଭୁବନେଶ୍ୱରସ୍ଥିତ ଜନତା ମଇଦାନରେ ଆୟୋଜନ ହେବାକୁ ଯାଉଛି । ରାଜ୍ୟ ସରକାରଙ୍କ ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ବିଭାଗ…