Browsing Tag

mihir das

ଚାଲିଗଲେ ମିହିର, ରହିଗଲା ଅଵସୋସ

ଓଡ଼ିଶା ଫାଷ୍ଟ(ବ୍ୟୁରୋ): ମିହିର ଦାସ... କେବଳ ନାଁ ହିଁ ଯଥେଷ୍ଟ । ନିଜ ଅଭିନୟର ପାର ଦର୍ଶିତା ଯୋଗୁ ଓଡ଼ିଶାର ପ୍ରତ୍ୟେକ ଦର୍ଶକ ତାଙ୍କୁ ନିଜ ପରିବାର ଲୋକ ବୋଲି ଭାବି ନେଇଥିଲେ । ନାୟକ ଚରିତ୍ରରୁ ଆରମ୍ଭ କରି ଖଳନାୟକ ପର୍ଯ୍ୟନ୍ତ ସବୁ ଚରିତ୍ରରେ କରି ପାରୁଥିଲେ ଜୀବନ୍ତ ଅଭିନୟ । ଓଡ଼ିଆ…

ଅଭିନେତା ମିହିର ଦାସଙ୍କ ସ୍ୱାସ୍ଥ୍ୟାବସ୍ଥା ଗୁରୁତର

ସିନେ ଅଭିନେତା ମିହିର ଦାସଙ୍କ ସ୍ୱାସ୍ଥ୍ୟବସ୍ଥା ଗୁରୁତର । କିଡନୀ ସଂକ୍ରମଣ ଯୋଗୁଁ ଗତକାଲି ଡାକ୍ତରଖାନାରେ ଭର୍ତ୍ତି ହୋଇଥିଲେ ମିହିର । ବର୍ତ୍ତମାନ ମିହିରଙ୍କର ଏକାଧିକ ଅଙ୍ଗ ସଂକ୍ରମିତ ହୋଇଥିଵା ସୂଚନା ଦେଇଛନ୍ତି ହସ୍ପିଟାଲ କର୍ତ୍ତୃପକ୍ଷ । ସେ ଏବେ କଟକର ଏକ ଘରୋଇ ହସ୍ପିଟାଲ୍‌ରେ…