Browsing Tag

Milind Deora Quits Party

କଂଗ୍ରେସକୁ ଝଟକା, ଇସ୍ତଫା ଦେଲେ ମିଲିନ୍ଦ ଦେଓରା

ଆଗାମୀ ଲୋକ ସଭା ନିର୍ବାଚନର ଠିକ୍‌ ପୂର୍ବରୁ କଂଗ୍ରେସକୁ ବଡ଼ ଝଟ୍‌କା ଲାଗିଛି। ପୂର୍ବତନ ସାଂସଦ ମିଲିନ୍ଦ ଦେଓରାଲ୍ ଦଳରୁ ଇସ୍ତଫା ଦେଇଛନ୍ତି। ରବିବାର ସେ ନିଜ 'ଏକ୍ସ' ଆକାଉଣ୍ଟରେ ଏକ ପୋଷ୍ଟ କରି ଏହି ସୂଚନା ଦେଇଛନ୍ତି। ତେବେ ସେ ୟୁପିଏ-୨ର କାର୍ଯ୍ୟକାଳ ସମୟରେ କିଛି ସମୟ ଲାଗି…