Browsing Tag

Millet can also be found in hospital canteens and WOW Momo

ଏଣିକି ହସ୍ପିଟାଲ କ୍ୟାଣ୍ଟିନରେ ଓ WOW ମୋମୋରେ ମଧ୍ୟ ମିଳିବ ମିଲେଟ୍

ଏଣିକି ହସ୍ପିଟାଲ କ୍ୟାଣ୍ଟିନରେ ମିଳିବ ମିଲେଟ୍ । ତା ସହିତ ୱାଓ ମୋମୋରେ ମଧ୍ୟ ମିଳିବ ମିଲେଟ୍ । ଏନେଇ ଗୁରୁବାର ଗଣମାଧ୍ୟମକୁ ସୂଚନା ଦେଇଛନ୍ତି ରାଜ୍ୟର କୃଷି ନିର୍ଦ୍ଦେଶକ ପ୍ରେମଚନ୍ଦ୍ର ଚୌଧୁରୀ । ମିଳିଥିବା ସୂଚନା ମୁତାବକ, ଗତ ବର୍ଷ ୬ ଲକ୍ଷ ମେଟ୍ରିକ ଟନ୍ ମିଲେଟ୍ ସଂଗ୍ରହ କରାଯାଇଛି ।…