ସୋଆ ପକ୍ଷରୁ ମାଣ୍ଡିଆ ଦିବସ-୨୦୨୬ ପାଳିତ
ଭୁବନେଶ୍ୱର, ଓଡ଼ିଶା ଫାଷ୍ଟ(ବ୍ୟୁରୋ): ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ଇନ୍ଷ୍ଟିଚ୍ୟୁଟ୍ ଅଫ୍ ଏଗ୍ରିକଲ୍ଚରାଲ୍ ସାଇନସେସ୍ (ଆଇଏଏସ୍)ର କ୍ଷେତ୍ର ବିଜ୍ଞାନ ବିଭାଗ, ବିଶ୍ୱ ଜୀବନ ସେବା ସଂଘ ଓ ମୁଖ୍ୟ ଜିଲ୍ଲା କୃଷି ଅଧିକାରୀ କାର୍ଯ୍ୟାଳୟ ମିଳିତ ଆନୁକୂଲ୍ୟରେ ମଙ୍ଗଳବାର ଖୋର୍ଦ୍ଧା…