ଜେଲ ଗଲେ କୋଟିପତି ପୂର୍ବତନ ଅତିରିକ୍ତ ଉପ ଜିଲ୍ଲାପାଳ
ଜେଲ ଗଲେ ନବରଙ୍ଗପୁର ପୂର୍ବତନ ଅତିରିକ୍ତ ଉପ ଜିଲ୍ଲାପାଳ ପ୍ରଶାନ୍ତ ରାଉତ। ୫ ଦିନିଆ ରିମାଣ୍ଡ ସରିବା ପରେ ପ୍ରଶାନ୍ତଙ୍କୁ ଆଜି ସୁନ୍ଦରଗଡ଼ ସ୍ୱତନ୍ତ୍ର ଭିଜିଲାନ୍ସ କୋର୍ଟରେ ହାଜର କରାଯାଇଥିଲା। ରିମାଣ୍ଡ ସମୟରେ ପ୍ରଶାନ୍ତଙ୍କ ପାଖରୁ ଆହୁରି ବିପୁଳ ଆୟ ବହିର୍ଭୁତ ସମ୍ପତ୍ତିର ସୁରାଗ ପାଇଛି…