ନିଜ ଦେହରେ ନିଆଁ ଲଗାଇ ଦେଲେ ବିଜେଡି ନେତ୍ରୀ ମିନାକ୍ଷୀ ମିଶ୍ର
ଓଡିଶା ଫାଷ୍ଟ( ବ୍ୟୁରୋ): ବ୍ରହ୍ମପୁର ଏସପିଙ୍କ ଅଫିସ ସାମ୍ନାରେ ନିଜ ଦେହରେ କିରାସିନି ଢାଳି ନିଆଁ ଲଗାଇଦେଲେ ବିଜେଡି ନେତ୍ରୀ ମିନାକ୍ଷୀ ମିଶ୍ର । ଗୁରୁତର ଅବସ୍ଥାରେ ତାଙ୍କୁ ଏମକେସିଜି ହସ୍ପିଟାଲରେ ଭର୍ତ୍ତି କରାଯାଇଛି ।
ସୂଚନା ଅନୁଯାୟୀ, ଗତ ୨୮ ତାରିଖରେ ମିନାକ୍ଷୀଙ୍କ ଘର ଆଗରେ…