ଆଖି ବୁଜିଲେ ବିଜେଡି ନେତ୍ରୀ ମିନାକ୍ଷୀ ମିଶ୍ର
ଓଡ଼ିଶା ଫାଷ୍ଟ(ବ୍ୟୁରୋ): ବ୍ରହ୍ମପୁରର ବିଜେଡି ନେତ୍ରୀ ମିନାକ୍ଷୀ ମିଶ୍ରଙ୍କ ମୃତ୍ୟୁ ହୋଇଛି । ପୁଅର ଗିରଫଦାରୀକୁ ବିରୋଧ କରି ବ୍ରହ୍ମପୁର ଏସ୍ପି ଅଫିସ୍ ସାମ୍ନାରେ ଆତ୍ମହତ୍ୟା ଉଦ୍ୟମ କରିଥିବା ମିନାକ୍ଷୀ ମିଶ୍ରଙ୍କର ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ମୃତ୍ୟୁ ଘଟିଛି । ଗତ 12 ତାରିଖରେ…