ମନ୍ତ୍ରୀ ନବ ଦାସ ହତ୍ୟା ମାମଲା; ଘଟଣାସ୍ଥଳ ବୁଲିବା ପରେ ଏଭଳି ପ୍ରତିକ୍ରିୟା ରଖିଲେ ପୋଲିସ ଡିଜି
ମନ୍ତ୍ରୀ ନବ ଦାସ ହତ୍ୟାକାଣ୍ଡ ତଦନ୍ତ ନେଇ ପୋଲିସ ଡିଜି ସୂଚନା ଦେଇଛନ୍ତି । ସେ କହିଛନ୍ତି ସବୁ ଦିଗରୁ ଘଟଣାର ତର୍ଜମା କରାଯାଉଛି । ତଦନ୍ତ ପାଇଁ ଆହୁରି ଅଧିକ ସମୟ ଲାଗିବ । ଅଭିଯୁକ୍ତକୁ କ୍ରାଇମବ୍ରାଞ୍ଚ ଅଧିକ ଦିନ ରିମାଣ୍ଡରେ ନେବ । ଆଜି ସକାଳେ ପୋଲିସ ଡିଜି ବରିଷ୍ଠ ଅଧିକାରୀମାନଙ୍କ ସହ…