ଲକ୍ଡାଉନ୍ ଖୋଲିଲେ ସାରା ରାଜ୍ୟରେ ଗଡିବ ବସ୍- ପରିବହନ ମନ୍ତ୍ରୀ
ଓଡ଼ିଶା ଫାଷ୍ଟ(ବ୍ୟୁରୋ):ଲକ୍ ଡାଉନ୍ ଖୋଲିଲେ ସାରା ରାଜ୍ୟରେ ଗଡିବ ବସ୍। ଆଉ ଦିନକ ପରେ ରାଜ୍ୟରେ ଆଂଶିକ ଲକ୍ ଡାଉନ୍ ର ୨ୟ ପର୍ଯ୍ୟାୟ ଶେଷ ହେଉଥିବା ବେଳେ ବସ୍ ପରିବହନକୁ ବିଚାର ବିମର୍ଷ ଜାରି ରହିଛି ବୋଲି କହିଛନ୍ତି ପରିବହନ ମନ୍ତ୍ରୀ ।
ତେବେ ବର୍ତ୍ତମାନ ସରକାରଙ୍କ A କ୍ୟାଟଗୋରୀ…