ପ୍ରତି ମାସରେ ମନ୍ତ୍ରୀ ଦେବେ ମାସିକିଆ ରିପୋର୍ଟ
ଓଡ଼ିଶା ଫାଷ୍ଟ(ବ୍ୟୁରୋ): ଦଳୀୟ ଇସ୍ତାହାରର ପ୍ରସ୍ତାବ ଗୁଡ଼ିକୁ ସରକାରଙ୍କ ପ୍ରମୁଖ କାର୍ଯ୍ୟକ୍ରମ ଭାବେ କାର୍ଯ୍ୟକାରୀ କରିବା ଦିଗରେ ମନ୍ତ୍ରୀମାନେ କ’ଣ ପଦକ୍ଷେପ ନେଇଛନ୍ତି ସେ ନେଇ ପ୍ରତିମାସ ୭ତାରିଖ ପୂର୍ବରୁ ମନ୍ତ୍ରୀମାନେ ରିପୋର୍ଟ ଦେବେ । ଏ ନେଇ ମୁଖ୍ୟମନ୍ତ୍ରୀ ମଙ୍ଗଳବାର ନିର୍ଦ୍ଦେଶ…