ନାବାଳିକା ଦୁଷ୍କର୍ମ ରୋକିବାକୁ ପୋଲିସର ଏକ ନୂଆ ପ୍ରୟାସ
ଓଡ଼ିଶା ଫାଷ୍ଟ(ବ୍ୟୁରୋ):ଦିନ କୁ ଦିନ ଓଡ଼ିଶାରେ ବଢ଼ି ଚାଲିଛି ନାବାଳିକା ଦୁଷ୍କର୍ମ । ଏହା ପୋଲିସ ପାଇଁ ମୁଣ୍ଡ ବ୍ୟଥାର କାରଣ ପାଲଟିଛି । ଏପରି ଘଟଣା ପୋଲିସ ପାଇଁ ବଡ଼ ଚାଲେଞ୍ଜ । ଏହାକୁ ଦୃଷ୍ଟି ରେ ରଖି ଓଡ଼ିଶା ପୋଲିସ ଏକ ସଚେତନତା କାର୍ଯ୍ୟକ୍ରମ ଆରମ୍ଭ କରିବାକୁ ଯାଉଅଛି। ଏହାର ନାଁ…