ନିଖୋଜ ଥିବା ମହିଳା କ୍ରିକେଟର ରାଜଶ୍ରୀଙ୍କ ଝୁଲନ୍ତା ମୃତଦେହ ଜଙ୍ଗଲରୁ ଠାବ
ମହିଳା କ୍ରିକେଟର ରାଜଶ୍ରୀ ସ୍ୱାଇଁଙ୍କ ଝୁଲନ୍ତା ମୃତଦେହ ଠାବ । ଗୁରିଡିଝାଟିଆ ଥାନା ଏକ ଘଞ୍ଚ ଜଙ୍ଗଲରୁ ମୃତଦେହ ମିଳିଛି । ମଙ୍ଗଳାବାଗ ଥାନା ଆଇଆଇସି ଏ ନେଇ ସୂଚନା ଦେଇଛନ୍ତି । କେମିତି ଓ କେଉଁ ପରିସ୍ଥିତିରେ ମୃତଦେହ ମିଳିଛି ସେ ନେଇ ତଦନ୍ତ ଚାଲିଛି । ୧୧ତାରଖରୁ ନିଖୋଜ ନେଇ ମଙ୍ଗଳାବାଗ…