ମହାକାଶକୁ ଉତ୍କ୍ଷେପଣ ହେଲା ଦେଶର ପ୍ରଥମ ଘରୋଇ ରକେଟ୍ ‘ବିକ୍ରମ-ଏସ୍’
ସଫଳତା ଦିଗରେ ଆଉ ପାଦେ ଆଗେଇଲା ଭାରତୀୟ ମହାକାଶ ଗବେଷଣା ସଂଗଠନ(ISRO) । ମହାକାଶକୁ ସଫଳତାର ସହ ଉତ୍କ୍ଷେପଣ କଲା ପ୍ରଥମ ଘରୋଇ ରକେଟ୍ ।
ସ୍ବଦେଶୀ ଜ୍ଞାନ କୌଶଳରେ ନିର୍ମିତ ଦେଶର ପ୍ରଥମ ଘରୋଇ ରକେଟ୍ 'ବିକ୍ରମ-ଏସ୍' ଉତ୍କ୍ଷେପଣ । ଆନ୍ଧ୍ର ପ୍ରଦେଶ ଶ୍ରୀହରିକୋଟା ସ୍ଥିତ ସତୀଶ ଧାୱନ…