୫୦ ହଜାର ମିଶନ ଶକ୍ତି କର୍ମଚାରୀଙ୍କ ପାଇଁ ଆର୍ଥିକ ପ୍ୟାକେଜ, ସ୍ମାର୍ଟ ଫୋନ କିଣିବାକୁ ୫୦୦୦ ଟଙ୍କା
ଓଡ଼ିଶା ଫାଷ୍ଟ(ବ୍ୟୁରୋ): ମିଶନ ଶକ୍ତି ଆନ୍ଦୋଳନ ଆଜି ଓଡିଶାର ୭୦ ଲକ୍ଷ ମା' ମାନଙ୍କ ଜୀବନରେ ଏକ ବଡ ଧରଣର ପରିବର୍ତ୍ତନ ଆଣିଛି । ଚଳିତ ବର୍ଷ ମିଶନ ଶକ୍ତି ମା' ମାନଙ୍କୁ ରେକର୍ଡ ୬୦୦୦ କୋଟି ଟଙ୍କାର ବ୍ୟାଙ୍କ ଋଣ ପ୍ରଦାନ କରାଯାଇଛି। ତା ସହିତ ସୁଧ ରିହାତି ବାବଦରେ ମଧ୍ୟ ୨୦୦ କୋଟି ଟଙ୍କା…