ବିଧାୟକ ପୂର୍ଣ୍ଣଚନ୍ଦ୍ର ସ୍ୱାଇଁ ଦେଉଛନ୍ତି ମାଟ୍ରିକ ପରୀକ୍ଷା
ଓଡ଼ିଶା ଫାଷ୍ଟ (ବ୍ୟୁରୋ): ଆଜିଠୁ ମାଟ୍ରିକ୍ ଅଫଲାଇନ୍ ପରୀକ୍ଷା ଆରମ୍ଭ ହୋଇଥିବା ବେଳେ ଅସନ୍ତୁଷ୍ଟ ଥିବା ୧୫ ହଜାରରୁ ଅଧିକ ଛାତ୍ରଛାତ୍ରୀ ପରୀକ୍ଷା ଦେଉଛନ୍ତି। ଏହା ମଧ୍ୟରେ ତିନି ତିନି ଥର ବିଧାୟକ ହୋଇଥିବା ଗଞ୍ଜାମ ଜିଲ୍ଲା ସୋରଡ଼ା ବିଧାୟକ ପୂର୍ଣ୍ଣଚନ୍ଦ୍ର ସ୍ୱାଇଁ ମଧ୍ୟ ମାଟ୍ରିକ…