Browsing Tag

MLA’s salary will increase!

ବଢିବ ବିଧାୟକଙ୍କ ଦରମା !

ବଢିବ ବିଧାୟକଙ୍କ ଦରମା । ବିଧାନସଭାର ଉପଦେଷ୍ଟା କମିଟି ଏନେଇ ବିଚାର ବିମର୍ଶ କରୁଛି । ଅନ୍ୟ ରାଜ୍ୟର ବିଧାୟକଙ୍କ ଦରମା ୨ ଲକ୍ଷରୁ ଅଢେଇ ଲକ୍ଷ ରହିଛି । ଓଡ଼ିଶାରେ ବିଧାୟକଙ୍କ ଦରମା କମ ରହିଛି । ସବୁ ମିଶିକି ୯୮ ହଜାର ବିଧାୟକମାନେ ପାଉଛନ୍ତି । ଖୁବଶୀଘ୍ର ଦରମା ବୃଦ୍ଧି ନେଇ ବାଚସ୍ପତିଙ୍କୁ…