‘ମୋ ବସ୍’ର ୨ଟି ଅତ୍ୟାଧୁନିକ ଡିପୋର ଉଦଘାଟନ କରିବେ ମୁଖ୍ୟମନ୍ତ୍ରୀ
ଓଡ଼ିଶା ଫାଷ୍ଟ(ବ୍ୟୁରୋ):ଆଜି ‘ମୋ ବସ୍’ର ଦୁଇଟି ଡିପୋକୁ ଉଦଘାଟନ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଭୁବନେଶ୍ୱରରେ ‘ମୋ ବସ୍’ ପାଇଁ ଦୁଇଟି ଅତ୍ୟାଧୁନିକ ଡିପୋ କରାଯାଇଛି । ଡିପୋ ମଧ୍ୟରେ ବସ୍ ରହିବା ସହ ତେଲ ପକାଇବାର ବ୍ୟବସ୍ଥା କରାଯାଇଛି । ଏଥିସହ ଏଠାରେ ବସ୍ ଗୁଡ଼ିକୁ ମେସିନ୍…