ମୋଦିଙ୍କ ମନ୍ତ୍ରିମଣ୍ଡଳ: ପଢନ୍ତୁ ୨୪ ଜଣ କ୍ୟାବିନେଟ ମନ୍ତ୍ରୀଙ୍କ ମଧ୍ୟରୁ କାହାକୁ ମିଳିଲା କେଉଁ ବିଭାଗ
ଓଡ଼ିଶା ଫାଷ୍ଟ(ବ୍ୟୁରୋ): ଗତକାଲି ସନ୍ଧ୍ୟାରେ ନରେନ୍ଦ୍ର ମୋଦି ପ୍ରଧାନମନ୍ତ୍ରୀ ଭାବେ ଶପଥ ନେଇଛନ୍ତି । ଏଥିସହ ମୋଦିଙ୍କ ମନ୍ତ୍ରିମଣ୍ଡଳର ୫୭ ଜଣ ସଦସ୍ୟ ମଧ୍ୟ ଶପଥ ଗ୍ରହଣ କରିଛନ୍ତି । ଏମାନଙ୍କ ମଧ୍ୟରେ ୨୪ ଜଣ କ୍ୟାବିନେଟ ପାହ୍ୟା, ୨୪ ରାଷ୍ଟ୍ର ପାହ୍ୟା ଏବଂ ୯ଜଣଙ୍କୁ…