ବାରଣାସୀରୁ ଜିତିଲେ ମୋଦି, ସାରା ଦେଶରେ ମୋଦି ଲହର
ଓଡ଼ିଶା ଫାଷ୍ଟ(ବ୍ୟୁରୋ): ଉତ୍ତର ପ୍ରଦେଶର ବାରାଣସୀରୁ ଦ୍ୱିତୀୟ ଥର ପାଇଁ ପ୍ରାର୍ଥୀ ହୋଇଥିବା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୩.୮୫ ଲକ୍ଷ ଭୋଟ ବ୍ୟବଧାନରେ ବିଜୟୀ ହୋଇଛନ୍ତି । ତାଙ୍କ ବିପକ୍ଷରେ ଶାଳିନୀ ଯାଦବଙ୍କୁ ପ୍ରାର୍ଥୀ କରାଯାଇଥିଲା । ସେହିପରି କଂଗ୍ରେସ ପ୍ରାର୍ଥୀ ଅଜୟ ରାୟଙ୍କୁ…