ରାମ ମନ୍ଦିର ନିର୍ମାଣ ପ୍ରସଙ୍ଗରେ ମୋଦିଙ୍କ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି
ଓଡ଼ିଶା ଫାଷ୍ଟ(ବ୍ୟୁରୋ): ଲୋକସଭା ନିର୍ବାଚନ ପୂର୍ବରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଅଯୋଧ୍ୟାରେ ମନ୍ଦିର ନିର୍ମାଣ ପ୍ରସଙ୍ଗରେ ଏକ ଗୁରୁତ୍ଵପୁର୍ଣ୍ଣ ନିଷ୍ପତ୍ତି ନେଇଛନ୍ତି । ବିବାଦୀୟ ଜମି ବାହାରେ ଥିବା ଅଣ-ବିବାଦୀୟ ଜମିଗୁଡ଼ିକୁ ଛାଡ଼ି ଦେବାକୁ କେନ୍ଦ୍ର ସରକାର ସର୍ବୋଚ୍ଚ…