ଟୋକିଓ ଅଲିମ୍ପିକ ପୂର୍ବରୁ ଧାବିକା ଦୂତୀ ଚାନ୍ଦଙ୍କ ସହ କଥା ହେଲେ ପ୍ରଧାନମନ୍ତ୍ରୀ, କହିଲେ ଏଭଳି କଥା
ଓଡ଼ିଶା ଫାଷ୍ଟ(ବ୍ୟୁରୋ):ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ଟୋକିଓରେ ହେବାକୁ ଥିବା ଅଲିମ୍ପିକରେ ଦେଶର ପ୍ରତିନିଧିତ୍ୱ କରୁଥିବା ଭାରତୀୟ କ୍ରୀଡ଼ାବିତଙ୍କ ସହ କଥା ହୋଇଛନ୍ତି। ଓଡ଼ିଶାରୁ ଟୋକିଓ ଅଲିମ୍ପିକ ପାଇଁ ଯୋଗ୍ୟତା ଅର୍ଜନ କରିଥିବା ଦୌଡରାଣୀ ଦୂତୀ ଚାନ୍ଦଙ୍କ ସହ ପ୍ରଧାନମନ୍ତ୍ରୀ…