ସର୍ଦ୍ଦାର ପଟେଲ ପ୍ରାଣୀ ଉଦ୍ୟାନ ଉଦଘାଟନ କଲେ ପ୍ରଧାନମନ୍ତ୍ରୀ ମୋଦୀ
ଓଡ଼ିଶା ଫାଷ୍ଟ(ବ୍ୟୁରୋ):ଭାରତରେ କରୋନା ଭୂତାଣୁ ଆରମ୍ଭ ହେବା ପରେ ପ୍ରଥମଥର ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ୨ ଦିନିଆ ଗୁଜୁରାଟ ଗସ୍ତରେ ଯାଇଛନ୍ତି। ସର୍ଦ୍ଦାର ବଲ୍ଲଭଭାଇ ପଟେଲଙ୍କ ଜନ୍ମ ଦିନ ସହିତ ରାଷ୍ଟ୍ରୀୟ ଏକତା ଦିବସ ପାଳନ ପାଇଁ ପ୍ରଧାନମନ୍ତ୍ରୀ ଗୁଜୁରାଟ ଯାଇଛନ୍ତି। ଏହି…