ଏଭଳି ବିପଦ ସମୟରେ କେନ୍ଦ୍ର ସରକାର ସମସ୍ତ ରାଜ୍ୟମାନଙ୍କ ସହ ଛିଡା ହୋଇଛି – ମୋଦୀ
ଓଡ଼ିଶା ଫାଷ୍ଟ(ବ୍ୟୁରୋ):କରୋନା ସଙ୍କଟ ମଧ୍ୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ଭିଡିଓ କନଫରେନ୍ସିଂ ମାଧ୍ୟମରେ ସମସ୍ତ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କ ସହ କଥାବାର୍ତ୍ତା କରିଛନ୍ତି । କରୋନାକୁ ମୁକାବିଲା କରିବା ପାଇଁ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ଦ୍ୱାରା ମିଳିତ ପଦକ୍ଷେପ ଗ୍ରହଣ…