ବଜେଟରେ ବଡ ଘୋଷଣା କରିଛନ୍ତି ମୋହନ ସରକାର; ବଢ଼ିଲା ଭତ୍ତା
ବଜେଟରେ ବଡ ଘୋଷଣା କରିଛନ୍ତି ମୋହନ ସରକାର। ବଜେଟରେ ଭତ୍ତାର ପରିଣାକୁ ବୃଦ୍ଧି କରାଯାଇଛି । ବଜେଟରେ ଭତ୍ତା ପାଇଁ ୭ ହଜାର ୬ ଶହ କୋଟି ଟଙ୍କାର ବ୍ୟୟ ବରାଦ ହୋଇଛି । ପ୍ରଥମ ପର୍ଯ୍ୟାୟରେ ୮୦ ବର୍ଷରୁ ଅଧିକ ବୟସ୍କ ନାଗରିକ ଓ ୮୦ ପ୍ରତିଶତରୁ କମ ହୋଇନଥିବା ଭିନ୍ନକ୍ଷମ ବ୍ୟକ୍ତିମାନଙ୍କ ଲାଗି…