ନୂଆ ୬ ପଜିଟିଭ୍ , ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୧୪୮
ଓଡ଼ିଶା ଫାଷ୍ଟ(ବ୍ୟୁରୋ): ରାଜ୍ୟରେ ଆଜି ଆଉ ୬ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଆଜି ବାଲେଶ୍ୱରର ଜଣେ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବାବେଳେ ବଲାଙ୍ଗୀରରୁ ୨ଜଣ ଓ ଯାଜପୁରର ଆଉ ୩ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହା ସହ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୪୮ରେ…