ଫିଫା ବିଶ୍ୱକପ୍ ଫାଇନାଲରେ ଫ୍ରାନ୍ସ-କ୍ରୋଏସିଆ
ଓଡ଼ିଶା ଫାଷ୍ଟ(ବ୍ୟୁରୋ): ଫିଫା ବିଶ୍ୱକପର ବୁଧବାର ଅନୁଷ୍ଠିତ ଦ୍ୱିତୀୟ ସେମିଫାଇନାଲରେ ଇଂଲଣ୍ଡକୁ ୨-୧ ଗୋଲରେ ହରାଇ ଫାଇନାଲରେ ପ୍ରବେଶ କରିଛି କ୍ରୋଏସିଆ। ନିର୍ଦ୍ଧାରିତ ସମୟରେ ଖେଳ ୧-୧ ଗୋଲରେ ବରାବର ରହିବାରୁ ଅତିରିକ୍ତ ସମୟପାଇଁ ଖେଳ ହୋଇଥିଲା। ଏହି ପର୍ଯ୍ୟାୟରେ ଗୋଲ ସ୍କୋର କରି ହିରୋ…