ଗାଜିପୁର ଏମପି-ଏମଏଲଏ କୋର୍ଟ ଗ୍ୟାଙ୍ଗଷ୍ଟର ମାମଲା: ମାଫିଆ ମୁଖତାର ଅନସାରୀଙ୍କୁ ୧୦ ବର୍ଷ ଜେଲ ଦଣ୍ଡାଦେଶ
ମାଫିଆ ମୁଖତାର ଅନସାରୀଙ୍କୁ ଗାଜିପୁର ଏମପି-ଏମଏଲଏ କୋର୍ଟ ଗ୍ୟାଙ୍ଗଷ୍ଟର ମାମଲାରେ ୧୦ ବର୍ଷ ଜେଲଦଣ୍ଡ ଶୁଣାଇଛନ୍ତି । କୋର୍ଟରେ ଦୋଷୀ ମୁଖତାର ଉପରେ ୫ ଲକ୍ଷ ଟଙ୍କାର ଜରିମାନା ମଧ୍ୟ ଲଗାଇଛନ୍ତି । ଏହି ମାମଲାରେ ଦ୍ୱିତୀୟ ଅଭିଯୁକ୍ତ ସୋନୁ ଯାଦବଙ୍କୁ ୫ ବର୍ଷ ଜେଲଦଣ୍ଡରେ ଦଣ୍ଡିତ କରାଯାଇଛି ।…