ଲଗାଣ ବର୍ଷାରେ ବେହାଲ ମୁମ୍ବାଇ: କୋଠା ଭୁଶୁଡ଼ି ୧୧ ଜଣଙ୍କର ମୃତ
ଓଡ଼ିଶା ଫାଷ୍ଟ(ବ୍ୟୁରୋ):ଲଗାଣ ବର୍ଷାରେ ମାୟାନଗରୀ ମୁମ୍ବାଇ ହାଲ୍ ବେହାଲ୍ ହୋଇ ପଡ଼ିଛି। ମୁମ୍ବାଇର ମାଲାଡ ଅଞ୍ଚଳରେ କୋଠା ଭୁଶୁଡ଼ି ୧୧ ଜଣଙ୍କର ମୃତ୍ୟୁ ହୋଇଛି । ୧୫ରୁ ଅଧିକ ମହିଳା ଏବଂ ଶିଶୁଙ୍କୁ ଉଦ୍ଧାର କରାଯାଇଛି। ସେମାନଙ୍କୁହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଭଙ୍ଗା କୋଠା ତଳେ ଆଉ…