ସ୍ତ୍ରୀ, ଝିଅ କୁ ନିଆଁ ଲଗାଇ ହତ୍ୟା ଉଦ୍ୟମ। ସ୍ତ୍ରୀ ମୃତ, ଝିଅ ଗୁରୁତର
ଓଡ଼ିଶା ଫାଷ୍ଟ(ବ୍ୟୁରୋ): ଉତ୍ତର ପ୍ରଦେଶ ଫତେହପୁର ଜିଲ୍ଲା ଲଲୌଲି ଅଞ୍ଚଳରୁ ଏକ ହୃଦୟ ବିଦାରକ ଘଟଣା ସାମ୍ନାକୁ ଆସିଛି। ରବିବାର ରାତିରେ ଜଣେ ବ୍ୟକ୍ତି ନିଜ ପତ୍ନୀ ଓ ଝିଅ ଉପରେ ପେଟ୍ରୋଲ ଢାଳି ନିଆଁ ଲଗାଇଦେଲେ। ମହିଳାଙ୍କ ଶରୀରର ଅନେକ ଅଙ୍ଗ ପୋଡି ଯିବାରୁ ତାଙ୍କର ମୃତ୍ୟୁ ହୋଇଛି। ଝିଅର…