ବିଶିଷ୍ଟ ସଙ୍ଗୀତ ନିର୍ଦ୍ଦେଶକ ସ୍ବରୂପ ନାୟକଙ୍କ ପରଲୋକ, ମୁଖ୍ୟମନ୍ତ୍ରୀନ୍କ ଶୋକ
ବିଶିଷ୍ଟ ସଙ୍ଗୀତ ନିର୍ଦ୍ଦେଶକ ସ୍ବରୂପ ନାୟକଙ୍କ ପରଲୋକ । ଦୀର୍ଘ ଦିନ ଧରି ଗଳା କର୍କଟ ରୋଗରେ ପୀଡ଼ିତ ଥିଲେ ସଙ୍ଗୀତ ନିର୍ଦ୍ଦେଶକ ସ୍ବରୂପ ନାୟକ ।
ଅସୁସ୍ଥତା କାରଣରୁ ଗତ କିଛି ଦିନ ତଳେ ତାଙ୍କୁ ମେଡିକାଲରେ ଭର୍ତ୍ତି କରାଯାଇଥିଲା । ତେବେ ସେ ଚିକିତ୍ସାଧୀନ ଅବସ୍ଥାରେ କଟକର ଏକ ଘରୋଇ…