ଲୋକାର୍ପିତ ହେଲା ନନ୍ଦନକାନନ ରୋପଓ୍ବେ : ୧୮ରୁ ପର୍ଯ୍ୟଟକମାନେ ଉଠାଇବେ ମଜା
ନନ୍ଦନକାନନ ପ୍ରାଣୀଉଦ୍ୟାନ ପାଇଲା ନୂଆରୂପ। ଆଜି ପ୍ରାଣୀ ଉଦ୍ୟାନରେ ନୂତନ ଜ୍ଞାନକୈାଶଳରେ ନିର୍ମିତ ହୋଇଥିବା ରୋପଓ୍ବେକୁ ଜଙ୍ଗଲ ଓ ପରିବେଶ ମନ୍ତ୍ରୀ ପ୍ରଦୀପ କୁମାର ଅମାତ୍ ଲୋକାର୍ପିତ କରିଛନ୍ତି। ୧୮ ତାରିଖ ଠାରୁ ପର୍ଯ୍ୟଟକମାନେ ଏହାର ମଜା ନେଇ ପାରିବେ । ୧୩ କୋଟିରୁ ଉର୍ଦ୍ଧ ଟଙ୍କା…