Browsing Tag

Nandapur

ଭିଜିଲାନ୍ସ ଜାଲରେ ନନ୍ଦପୁର ସିଡିପିଓ

ଓଡ଼ିଶା ଫାଷ୍ଟ(ବ୍ୟୁରୋ): ଛତୁଆ ବିଲ୍ ପାସ୍ କରାଇବାକୁ ଏକ ମହିଳା ସ୍ୱୟଂ ସହାୟିକା ଗୋଷ୍ଠୀ ଠାରୁ ୧ ଲକ୍ଷ ୭୫ ହଜାର ଟଙ୍କା ଲାଞ୍ଚ ନେଉଥିବାବେଳେ ନନ୍ଦପୁର ବ୍ଲକ୍ ଶିଶୁ ବିକାଶ ପ୍ରକଳ୍ପ ଅଧିକାରୀ (ସିଡିପିଓ) ସ୍ନିଗ୍ଧା ରାଣୀ ମିଶ୍ର ଭିଜିଲାନ୍ସ ହାତରେ ଧରା ପଡିଛନ୍ତି। ୩ ଭୈରବୀ ନାମକ ମହିଳା…