Browsing Tag

Nandighosa

ବଦଳିବ ନନ୍ଦିଘୋଷ ରଥର ସାନ ଉଛଳା ଅଖ

ପୁରୀ (ଓଡ଼ିଶା ଫାଷ୍ଟ ବ୍ୟୁରୋ): ବଦଳିବ ନନ୍ଦିଘୋଷ ରଥର ସାନ ଉଛଳା ତଥା ପଛ ବ୍ରେକ ଅଖ। ଏନେଇ ଆରମ୍ଭ ହୋଇଛି ପ୍ରସ୍ତୁତି। ରାସ୍ତାକୁ ଭାଇବ୍ରେଟର ସାହାଯ୍ୟରେ ଖୋଳାଯାଉଛି। ଫାଟ ଥିବା ଅଖକୁ କଢାଯାଇ ନୂତନ ଅଖ ଲଗାଯିବ। ଅଖରେ ଫାଟ ଯୋଗୁ ଏହାକୁ ବଦଳାଯିବା ପାଇଁ ନିଷ୍ପତ୍ତି ନିଆଯାଇଛି । ଅଖରେ…