Browsing Tag

napal

ତୀର୍ଥଯାତ୍ରୀ ବସ୍ ଦୁର୍ଘଟଣା, ୧୩ ମୃତ

ନେପାଳର ସିନ୍ଧୁପଲଚୋକ ଜିଲ୍ଲାରେ ଏକ ତୀର୍ଥଯାତ୍ରୀ ବସ୍ ଦୁର୍ଘଟଣାର ଶିକାର ହୋଇଛି। ଆଜି ସକାଳେ ଏହି ସଡ଼କ ଦୁର୍ଘଟଣା ଘଟିଛି। ଘଟଣାସ୍ଥଳରେ ୧୩ ଜଣଙ୍କର ମୃତ୍ୟୁ ଘଟିଛି। ୧୮ ଜଣ ଆହତ ହୋଇଥିବା ସୂଚନା ରହିଛି। ଆହତଙ୍କୁ ଉଦ୍ଧାର କରାଯାଇ ସ୍ଥାନୀୟ ହସ୍ପିଟାଲକୁ ପଠାଯାଇଛି। ସ୍ଥାନୀୟ ପୁଲିସର…