Browsing Tag

Narashngh mishra corona poaitive

ନରସିଂହ ମିଶ୍ରଙ୍କୁ କରୋନା

ଓଡ଼ିଶା ଫାଷ୍ଟ(ବ୍ୟୁରୋ):କଂଗ୍ରେସ ବିଧାୟକ ଦଳ ନେତା ତଥା ବଲାଙ୍ଗିର ବିଧାୟକ ନରସିଂହ ମିଶ୍ର ଆଜି କରୋନା ସଂକ୍ରମିତ ହୋଇଥିବା ଜଣାପଡିଛି। ଆଜି ପୂର୍ବହ୍ନରେ ବଲାଙ୍ଗିର ସ୍ଥିତ ବାସଭବନରେ ସେ ନିଜର କରୋନା ପରୀକ୍ଷା କରାଇଥିଲେ। ସେଥିରେ ତାଙ୍କର ନମୁନା ପଜିଟିଭ ଥିବା ଜଣାପଡ଼ିଛି। କରୋନା ପୋଜିଟିଭ…