ଓଡିଶା ମହାବିଦ୍ୟାଳୟ ଗ୍ରନ୍ଥାଗାରିକ ସଂଘ ଦ୍ଵାରା ଜାତୀୟ ଗ୍ରନ୍ଥାଗାରିକ ଦିବସ ପାଳିତ
ଭୁବନେଶ୍ଵର, ଓଡ଼ିଶା ଫାଷ୍ଟ(ବ୍ୟୁରୋ): ମାନବ ସମାଜର ଯାବତୀୟ ଉନ୍ନତିର ଅନ୍ତରାଳରେ ଶିକ୍ଷାହିଁ ଅସଲ ଚାବିକାଠି, ଯାହାର ମାନ ବୃଦ୍ଧି ନିମନ୍ତେ ପାଠାଗାରର ଭୂମିକା ଗୁରୁତ୍ଵପୂର୍ଣ୍ଣ ବୋଲି ସ୍ଥାନୀୟ ଜୟଦେବ ଭବନ ଠାରେ ପାଠାଗାର ଆନ୍ଦୋଳନର ଜନକ ଡଃ ଏସ. ଆର. ରଙ୍ଗନାଥନଙ୍କ ଜୟନ୍ତୀ ଉତ୍ସବ ତଥା…