ସୋଆରେ ରାଜ୍ୟସ୍ତରୀୟ ଏନ୍ଏସ୍ଏସ୍ କଲ୍ଚରାଲ୍ ଫେଷ୍ଟ ଆୟୋଜିତ
ଭୁବନେଶ୍ୱର,ଓଡ଼ିଶା ଫାଷ୍ଟ(ବ୍ୟୁରୋ): ନ୍ୟାସ୍ନାଲ୍ ସର୍ଭିସ୍ ସ୍କିମ୍ (ଏନ୍ଏସ୍ଏସ୍)ରେ ସାମିଲ ହେବା ଛାତ୍ରଛାତ୍ରୀମାନଙ୍କର ବ୍ୟକ୍ତିଗତ ଜୀବନର ଗୁଣବତାକୁ ବୃଦ୍ଧି କରିବାରେ ସହାୟକ ଅଟେ ବୋଲି ରାଜ୍ୟ ସରକାରଙ୍କ ଉଚ୍ଚଶିକ୍ଷା ବିଭାଗର ପ୍ରମୁଖ ସଚିବ ଶ୍ରୀ ବିଷ୍ଣୁପଦ ସେଠୀ କହିଛନ୍ତି ।…