ସୋଆରେ ଜାତୀୟ କ୍ରୀଡା ଦିବସ ପାଳିତ
ଭୁବନେଶ୍ୱର, ଓଡ଼ିଶା ଫାଷ୍ଟ(ବ୍ୟୁରୋ): ଶିକ୍ଷା ଓ ଅନୁସନ୍ଧାନ (ସୋଆ)ରେ ଜାତୀୟ କ୍ରୀଡ଼ା ଦିବସ ପାଳିତ ହୋଇଯାଇଛି । ବିଶିଷ୍ଟ ହକି ତାରକା ଧ୍ୟାନଚାନ୍ଦଙ୍କ ଜନ୍ମ ଦିବସ ଉପଲକ୍ଷେ ଜାତୀୟ କ୍ରୀଡ଼ା ଦିବସ ପାଳନ କରାଯାଉଥିବା ବେଳେ ଏହି ଅବସରରେ ସୋଆରେ ସୋମବାର ଏକ ମିନି ମାରାଥନ୍ର ଆୟୋଜନ…