ପ୍ରଧାନମନ୍ତ୍ରୀ ମୋଦୀଙ୍କୁ ଶୁଭେଚ୍ଛା ଜଣାଇଲେ ନବୀନ
ପ୍ରଧାନମନ୍ତ୍ରୀ ଭାବେ ତୃତୀୟ ଥର ଶପଥ ନେବା ପରେ ନରେନ୍ଦ୍ର ମୋଦୀଙ୍କୁ ଶୁଭେଚ୍ଛା ଜଣାଇଲେ ବିଜେଡି ସଭାପତି ନବୀନ ପଟ୍ଟନାୟକ। ମୋଦୀଙ୍କ ନେତୃତ୍ୱରେ ଦେଶ ବିକାଶ ନୂଆ ପାହାଚରେ ପହଞ୍ଚିବା ନେଇ ପ୍ରଧାନମନ୍ତ୍ରୀଙ୍କୁ ଅଭିନନ୍ଦନ ଜଣାଇଛନ୍ତି ନବୀନ। ଓଡ଼ିଶା ତିନି ଜଣ କେନ୍ଦ୍ରମନ୍ତ୍ରୀଙ୍କୁ ମଧ୍ୟ…