‘ମୁଖ୍ୟମନ୍ତ୍ରୀ ମତ୍ସ୍ୟଜୀବୀ କଲ୍ୟାଣ ଯୋଜନା’ର ଶୁଭାରମ୍ଭ କଲେ ନବୀନ
ଆଜି ବିଶ୍ବ ମତ୍ସ୍ୟ ଦିବସ ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟବାସୀଙ୍କ ପାଇଁ ମୁଖ୍ୟମନ୍ତ୍ରୀ ମତ୍ସ୍ୟଜୀବୀ କଲ୍ୟାଣ ଯୋଜନା ଆରମ୍ଭ କରିଛନ୍ତି। ଏହି ଯୋଜନାରେ ମତ୍ସ୍ୟଜୀବୀ ମାନଙ୍କ ପାଇଁ ୧୬ଟି କାର୍ଯ୍ୟକ୍ରମ ରହିଛି ଏବଂ ଏବର୍ଷ ଏଥିପାଇଁ ୪୪୮ କୋଟି ଟଙ୍କା ଖର୍ଚ୍ଚ କରାଯିବ।
ଯୋଜନାର…