ନବୀନ ନିବାସରେ ବନ୍ଦେ ଉତ୍କଳ ଜନନୀ ଗାନ କଲେ ମୁଖ୍ୟମନ୍ତ୍ରୀ ଓ ୫ଟି ସଚିବ ଭି କେ ପାଣ୍ଡିଆନ
ଓଡ଼ିଶା ଫାଷ୍ଟ(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏବଂ ୫ଟି ସଚିବ ଭି କେ ପାଣ୍ଡିଆନ ରାଜ୍ୟର କରୋନା ଯୋଦ୍ଧାଙ୍କୁ ସମ୍ମାନ ଦେବା ଉଦ୍ଦେଶ୍ୟରେ ନବୀନ ନିବାସରେ ବନ୍ଦେ ଉତ୍କଳ ଜନନୀ ଗାନ କରିଥିଲେ ।
ସୂଚନା ଅନୁଯାୟୀ, ରାଜ୍ୟର କରୋନା ଯୋଦ୍ଧାଙ୍କୁ ସମ୍ମାନ ଜଣାଇବା ପାଇଁ ଆଜି ସନ୍ଧ୍ୟା…