ପ୍ରଧାନମନ୍ତ୍ରୀଙ୍କ ଭିଡିଓ କନଫରେନ୍ସିଂ : ନବୀନ ଦେଲେ ୫ଟି ପ୍ରସ୍ତାବ
ଓଡ଼ିଶା ଫାଷ୍ଟ(ବ୍ୟୁରୋ): ଲକ୍ଡ଼ାଉନ ତୃତୀୟ ପର୍ଯ୍ୟାୟ ଶେଷ ହେବାକୁ ଆଉ କେଇଦିନ ବାକିଥିବାବେଳେ ଦେଶର ମୁଖ୍ୟମନ୍ତ୍ରୀଙ୍କ ସହ ଆଲୋଚନା କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ଦେଶରେ ତୃତୀୟ ପର୍ଯ୍ୟାୟ ପରେ ୪ର୍ଥ ପର୍ଯ୍ୟାୟ ଲକ୍ଡ଼ାଉନ କାର୍ଯ୍ୟକାରୀ ହେବ କି ନାହିଁ ସେ ସମ୍ପର୍କରେ…