ରାଜ୍ୟର ସବୁ ଭିନ୍ନକ୍ଷମ ମାନଙ୍କୁ କୃତ୍ରିମ ଅଙ୍ଗ ଯୋଗାଇ ଦେବା ଆମର ଲକ୍ଷ୍ୟ : ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର(ଓଡିଶା ଫାଷ୍ଟ ବ୍ୟୁରୋ) : ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ଖୋର୍ଦ୍ଧାର ଗୁରୁଜଙ୍ଗ ଠାରେ ପ୍ରସିଦ୍ଧ ଜୟପୁର ଫୁଟ୍ର ଏକ ନୂଆ କେନ୍ଦ୍ର ‘ବିଜୁ ମହାବୀର ଜୟପୁର ଫୁଟ ସେଣ୍ଟର’ ଉଦ୍ଘାଟନ କରିଛନ୍ତି।
ଏହାଦ୍ବାରା ରାଜ୍ୟର ଭିନ୍ନକ୍ଷମ ମାନଙ୍କ ପାଇଁ ନୂଆ ଆଶା ସଞ୍ଚାର…