ନବୀନଙ୍କ ଇସ୍ତଫା ମଞ୍ଜୁର, ୨୭ରେ ଶପଥ ନେବେ ନୂଆ ମନ୍ତ୍ରୀମଣ୍ଡଳ
ଓଡ଼ିଶା ଫାଷ୍ଟ(ବ୍ୟୁରୋ): ୧୧୨ ବିଧାନସଭା ଆସନ ଜିତି ୫ମ ଥର ପାଇଁ ସରକାର ଗଢ଼ିବାକୁ ଯାଉଛି ବିଜେଡି । ଆସନ୍ତାକାଲି ବିଜେଡି ବିଧାୟକ ଦଳ ବୈଠକ ବସିବାକୁ ଯାଉଛି । ୨୭ ତାରିଖରେ ରାଜଭବନଠାରେ ଶପଥ ଗ୍ରହଣ ଉତ୍ସବ ଅନୁଷ୍ଠିତ ହେବାର ସମ୍ଭାବନା ରହିଛି । ଏ ନେଇ ପ୍ରସ୍ତୁତି ମଧ୍ୟ ଆରମ୍ଭ ହୋଇଥିଲା…