ଷୋଡ଼ଶ ବିଧାନସଭାର ପ୍ରଥମ ଅଧିବେଶନରେ ଶପଥ ନେଲେ ନବୀନ
ଓଡ଼ିଶା ଫାଷ୍ଟ(ବ୍ୟୁରୋ): ଷୋଡ଼ଶ ବିଧାନସଭାର ପ୍ରଥମ ଅଧିବେଶନ ଗୁରୁବାର ଆରମ୍ଭ ହୋଇଛି । ଏଥିରେ ନବ ନିର୍ବାଚିତ ବିଧାୟକମାନେ ଶପଥ ଗ୍ରହଣ କରୁଛନ୍ତି । କାମଚଳା ବାଚସ୍ପତି ଅମର ପ୍ରସାଦ ଶତପଥୀ ବିଧାୟକମାନଙ୍କୁ ଶପଥ ପାଠ କରାଇଛନ୍ତି । ପ୍ରଥମେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶପଥ ଗ୍ରହଣ…